ଲଘୁଚାପ ବର୍ଷା ରେ ଭାସିବ ଦୁର୍ଗା ପୂଜା
*ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି।
ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି*
What's Your Reaction?